2 ରାଜାବଳୀ 23:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗବର୍ତ୍ତୀ ସ୍ଥାନସବୁରେ ଧୂପ ଜ୍ଵଳାଇବା ପାଇଁ ନିଯୁକ୍ତ କରିଥଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ସମସ୍ତ ବାହିନୀର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ, ସେସବୁକୁ ସେ ରହିତ କଲେ। Viz kapitolaଓଡିଆ ବାଇବେଲ5 ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ। Viz kapitolaପବିତ୍ର ବାଇବଲ5 ରାଜାମାନେ ସମସ୍ତ ସାଧାରଣ ଲୋକଙ୍କୁ ଯାଜକ ଭାବରେ ଯିହୁଦାର ରାଜାଙ୍କ ଦ୍ୱାରା ନିଯୁକ୍ତି ହୋଇଥିଲେ, ଯାଜକ ରୂପେ ସେବା କରିବାକୁ ବରଖାସ୍ତ କଲେ। ଏହି ଭଣ୍ତ ଯାଜକଗଣ ଯିହୁଦାର ପ୍ରତ୍ୟେକ ନଗରର ଉଚ୍ଚସ୍ଥାନରେ ସବୁବେଳେ ଧୂପ ଜଳାଇଲେ ଓ ଯିରୁଶାଲମସ୍ଥିତ ଚତୁର୍ଦ୍ଦିଗସ୍ଥିତ ସମସ୍ତ ନଗରରେ ବାଲ୍ର ସମ୍ମାନାର୍ଥେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଏବଂ ଆକାଶର ସମସ୍ତ ଶକ୍ତିଗୁଡ଼ିକରେ ମଧ୍ୟ ସେହିପରି କଲେ। Viz kapitola |