2 ରାଜାବଳୀ 23:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ। Viz kapitolaଓଡିଆ ବାଇବେଲ7 ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ। Viz kapitolaପବିତ୍ର ବାଇବଲ7 ତା'ପରେ ଯୋଶିୟ ରାଜା ସଦାପ୍ରଭୁଙ୍କ ମନ୍ଦିରରେ ଥିବା ସଦୋମୀମାନଙ୍କ ଗୃହ ସବୁ ଭାଙ୍ଗି ପକାଇଲେ। ସ୍ତ୍ରୀଲୋକମାନେ ଏହି ଗୃହଗୁଡ଼ିକ ବ୍ୟବହାର କଲେ ଓ ଆଶେରର ସମ୍ମାନ ପାଇଁ ଛୋଟ ଛାଉଣିର ପରଦା ନିର୍ମାଣ କଲେ ଏବଂ ସେଗୁଡ଼ିକୁ ମଧ୍ୟ ଭାଙ୍ଗି ଦିଆଗଲା। Viz kapitola |