2 ରାଜାବଳୀ 24:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ସେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ଵର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ତ ଖଣ୍ତ କରି କାଟି ପକାଇଲେ। Viz kapitolaଓଡିଆ ବାଇବେଲ13 ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା। Viz kapitolaପବିତ୍ର ବାଇବଲ13 ନବୂଖଦ୍ନିତ୍ସର ରାଜପ୍ରାସାଦରୁ ଏବଂ ଯିରୁଶାଲମର ସଦାପ୍ରଭୁଙ୍କ ମନ୍ଦିରରୁ ସମସ୍ତ ଧନ ନେଇଗଲେ। ସେ ରାଜା ଶଲୋମନଙ୍କ ଦ୍ୱାରା ତିଆରି ସଦାପ୍ରଭୁଙ୍କ ମନ୍ଦିରର ସ୍ୱର୍ଣ୍ଣମୟ ପାତ୍ରଗୁଡ଼ିକୁ ଖଣ୍ତ ଖଣ୍ତ କରି କାଟି ପକାଇଲେ। ଏସବୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଘଟିଲା। Viz kapitola |