Online Bible

- Reklamy -




2 ରାଜାବଳୀ 24:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା; ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ନୋହିଲେ।

Viz kapitola kopírovat

ଓଡିଆ ବାଇବେଲ

4 ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

4 କାରଣ ମନଃଶି ବହୁ ନିରୀହ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟାକରି ସେମାନଙ୍କ ରକ୍ତରେ ଯିରୁଶାଲମକୁ ପରିପୂର୍ଣ୍ଣ କଲା। ତେଣୁ ସଦାପ୍ରଭୁ ତାଙ୍କୁ ସେହି ପାପ ପାଇଁ କ୍ଷମା କରିବେ ନାହିଁ।

Viz kapitola kopírovat




2 ରାଜାବଳୀ 24:4

Následuj nás:

Reklamy


Reklamy