Online Bible

- Reklamy -




2 ରାଜାବଳୀ 24:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଏଥି ଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲ୍ର ରାଜା ମିସରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।

Viz kapitola kopírovat

ଓଡିଆ ବାଇବେଲ

7 ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ

7 ବାବିଲର ରାଜା ମିଶରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମଧ୍ୟବର୍ତ୍ତି ସମସ୍ତ ଦେଶ ଅଧିକାର କଲେ। ଏହି ଦେଶ ପୂର୍ବରୁ ମିଶର ଅଧୀନରେ ଥିଲା। ତେଣୁ ମିଶରର ରାଜା ପୂନର୍ବାର ମିଶର ଛାଡ଼ି ଆସିଲେ ନାହିଁ।

Viz kapitola kopírovat




2 ରାଜାବଳୀ 24:7

Následuj nás:

Reklamy


Reklamy