2 ରାଜାବଳୀ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନ୍ର କନ୍ୟା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନର କନ୍ୟା। Viz kapitolaଓଡିଆ ବାଇବେଲ8 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନର କନ୍ୟା। Viz kapitolaପବିତ୍ର ବାଇବଲ8 ଯିହୋୟାଖୀନ୍ ଅଷ୍ଟାଦଶ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କଲେ। ସେ ଯିରୁଶାଲମରେ ମାତ୍ର ତିନି ମାସ ରାଜତ୍ୱ କଲେ। ତାଙ୍କ ମାତାଙ୍କ ନାମ ନହୁଷ୍ଟା ଓ ସେ ଯିରୁଶାଲମ ନିବାସୀ ଇଲ୍ନାଥନ୍ର କନ୍ୟା। Viz kapitola |