Online Bible

- Reklamy -




2 ରାଜାବଳୀ 25:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆହୁରି କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆହୁରି କଲଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ତ ଖଣ୍ତ କରି ଭାଙ୍ଗି ତହିଁର ପିତ୍ତଳ ବାବିଲ୍‍କୁ ନେଇଗଲେ।

Viz kapitola kopírovat

ଓଡିଆ ବାଇବେଲ

13 ଆହୁରି କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ର ରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।

Viz kapitola kopírovat

ପବିତ୍ର ବାଇବଲ

13 ବାବିଲର ସୈନ୍ୟମାନେ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ସମସ୍ତ ପିତ୍ତଳ ଦ୍ରବ୍ୟ ଭାଙ୍ଗି ପକାଇଲେ। ପିତ୍ତଳ ସ୍ତମ୍ଭ ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ର ରୂପ ଦ୍ୱୀପ ପାତ୍ର ଖଣ୍ତ ଖଣ୍ତ କରି ତହିଁରେ ଥିବା ପିତ୍ତଳକୁ ବାବିଲକୁ ନେଇଗଲେ।

Viz kapitola kopírovat




2 ରାଜାବଳୀ 25:13

Následuj nás:

Reklamy


Reklamy