2 ରାଜାବଳୀ 25:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ତାଳି ଥିଲା; ଆଉ ମୁଣ୍ତାଳିର ଉଚ୍ଚ ତିନି ହାତ; ମୁଣ୍ତାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ଵାକୃତି ଥିଲା; ମଧ୍ୟ ଦ୍ଵିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା। Viz kapitolaଓଡିଆ ବାଇବେଲ17 ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା। Viz kapitola |