2 ରାଜାବଳୀ 25:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହୁଁ ସିଦିକୀୟ ରାଜାଙ୍କର ଅଧିକାରର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା। Viz kapitolaଓଡିଆ ବାଇବେଲ2 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା। Viz kapitolaପବିତ୍ର ବାଇବଲ2 ସେମାନଙ୍କର ସୈନ୍ୟବାହିନୀ ସିଦିକିୟ ରାଜାଙ୍କ ଏକାଦଶ ବର୍ଷ ରାଜତ୍ୱ କାଳ ପର୍ଯ୍ୟନ୍ତ ଯିରୁଶାଲମକୁ ଅବରୋଧ କରି ଘେରି ରଖିଲେ। Viz kapitola |