Online Bible

- Reklamy -




2 ରାଜାବଳୀ 25:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ୍-ରାଜା କତିକି ନେଇଗଲା।

Viz kapitola kopírovat

ଓଡିଆ ବାଇବେଲ

20 ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍‍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।

Viz kapitola kopírovat

ପବିତ୍ର ବାଇବଲ

20-21 ତା'ପରେ ନବୂସ‌ର୍‌ଦ‌‌ନ୍‌ ସେମାନଙ୍କୁ ଧରି ହମାତର ରି‌ବ୍‌ଲାରେ ଥିବା ବାବିଲ୍ ରାଜାଙ୍କ ନିକଟକୁ ନେଇଗଲା। ବାବିଲର ରାଜା ସେମାନଙ୍କୁ ସେହି ରି‌ବ୍‌ଲାରେ ବଧ କଲେ। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହୋଲା।

Viz kapitola kopírovat




2 ରାଜାବଳୀ 25:20

Následuj nás:

Reklamy


Reklamy