Online Bible

- Reklamy -




2 ରାଜାବଳୀ 25:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ବାବିଲ ରାଜା ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍‍ର ପୌତ୍ର ଅହୀକାମର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଆଉ ବାବିଲ୍-ରାଜା; ନବୂଖଦ୍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟକୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।

Viz kapitola kopírovat

ଓଡିଆ ବାଇବେଲ

22 ଆଉ ବାବିଲ ରାଜା ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍‍ର ପୌତ୍ର ଅହୀକାମ୍‍ର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।

Viz kapitola kopírovat

ପବିତ୍ର ବାଇବଲ

22 ବାବିଲର ରାଜା ନବୂଖ‌ଦ୍‌ନିତ୍ସର କିଛି ଲୋକ ଯିହୁଦାରେ ଛାଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲିୟ ଥିଲା, ବାବିଲର ରାଜା ଗଦଲିୟକୁ ଯିହୁଦାର ଶାସନକର୍ତ୍ତା ରୂପେ ନିଯୁକ୍ତ କଲେ।

Viz kapitola kopírovat




2 ରାଜାବଳୀ 25:22

Následuj nás:

Reklamy


Reklamy