2 ରାଜାବଳୀ 25:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ୍-ରାଜା ନବୂଖଦ୍ନିତ୍ସରର ଅଧିକାରର ଊଣାଇଶ ବର୍ଷରେ ବାବିଲ୍-ରାଜାର ଦାସ ନବୂସର୍ଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା; Viz kapitolaଓଡିଆ ବାଇବେଲ8 ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଊଣାଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା। Viz kapitolaପବିତ୍ର ବାଇବଲ8 ନବୂଖଦ୍ନିତ୍ସରଙ୍କ ରାଜତ୍ୱର ଉନବିଂଶ ବର୍ଷରେ ପଞ୍ଚମ ମାସର ସପ୍ତମ ଦିନରେ ବାବିଲ ରାଜାର ଦାସ ନବୂସର୍ଦନ୍ ଉତ୍ତମ ଯୋଦ୍ଧାବର୍ଗର ସେନାପତି ରୂପେ ଯିରୁଶାଲମକୁ ଆସିଲା। Viz kapitola |