2 ରାଜାବଳୀ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟ୍ଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ଇଲୀଶାୟ କହିଲେ, ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭ ଆଡ଼େ ଅନାନ୍ତି ନାହିଁ କି ତୁମ୍ଭକୁ ଦେଖନ୍ତି ନାହିଁ। Viz kapitolaଓଡିଆ ବାଇବେଲ14 ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟ୍ଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭ ଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ। Viz kapitolaପବିତ୍ର ବାଇବଲ14 ପୁଣି ଇଲୀଶାୟ କହିଲେ, “ମୁଁ ଯିହୁଦାର ରାଜା ଯିହୋଶାଫଟଙ୍କୁ ସମ୍ମାନ କରେ ଓ ମୁଁ, ସଦାପ୍ରଭୁ ସର୍ବଶକ୍ତିମୟଙ୍କର ସେବା କରେ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ପ୍ରତିଜ୍ଞା କରୁଛି, କେବଳ ଯିହୋଶାଫଟଙ୍କ ସକାଶେ ମୁଁ ଏଠାକୁ ଆସିଲି। ଯଦି ଯିହୋଶାଫଟ୍ ଏଠି ନ ଥା’ନ୍ତେ ମୁଁ ତୁମ୍ଭକୁ ସମ୍ପୂର୍ଣ୍ଣ ଅବଜ୍ଞା କରିଥା’ନ୍ତି। ମୁଁ ତୁମ୍ଭ ଆଡ଼େ ସମ୍ପୂର୍ଣ୍ଣ ଦୃଷ୍ଟି ପକାଇ ନ ଥା’ନ୍ତି। Viz kapitola |