Online Bible

- Reklamy -




2 ରାଜାବଳୀ 3:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତେବେ ସେମାନେ କହିଲେ, “ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତି; ଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତେବେ ସେମାନେ କହିଲେ, ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତିନ୍ତଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।

Viz kapitola kopírovat

ଓଡିଆ ବାଇବେଲ

23 ତେବେ ସେମାନେ କହିଲେ, “ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତି; ଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।”

Viz kapitola kopírovat

ପବିତ୍ର ବାଇବଲ

23 ମୋୟାବୀୟମାନେ କହିଲେ, “ରକ୍ତକୁ ଦେଖ, ରାଜାମାନେ ପରସ୍ପର ମଧ୍ୟରେ ଯୁଦ୍ଧ କରି ବିନଷ୍ଟ ହୋଇଛନ୍ତି। ସେମାନେ ପରସ୍ପର ମଧ୍ୟରେ ଯୁଦ୍ଧ କରି ସେମାନଙ୍କର ଯୋଦ୍ଧାମାନଙ୍କୁ ବଧ କରିଛନ୍ତି। ଗ୍ଭଲ ଏବଂ ସେହି ମୃତ ଶରୀରରୁ ମୂଲ୍ୟବାନ ଜିନିଷମାନ ଲୁଟିବା।”

Viz kapitola kopírovat




2 ରାଜାବଳୀ 3:23

Následuj nás:

Reklamy


Reklamy