2 ରାଜାବଳୀ 3:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହୁଁ ସେମାନେ ଇସ୍ରାଏଲର ଛାଉଣିରେ ଉପସ୍ଥିତ ହୁଅନ୍ତେ, ଇସ୍ରାଏଲୀୟମାନେ ଉଠି ମୋୟାବୀୟମାନଙ୍କୁ ଆଘାତ କଲେ, ତେଣୁ ସେମାନେ ସେମାନଙ୍କ ସମ୍ମୁଖରୁ ପଳାଇଲେ; ପୁଣି ଇସ୍ରାଏଲୀୟମାନେ ମୋୟାବୀୟମାନଙ୍କୁ ଆଘାତ କରି କରି ଦେଶ ଭିତରକୁ ଅଗ୍ରସର ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହୁଁ ସେମାନେ ଇସ୍ରାଏଲର ଛାଉଣିରେ ଉପସ୍ଥିତ ହୁଅନ୍ତେ, ଇସ୍ରାଏଲୀୟମାନେ ଉଠି ମୋୟାବୀୟମାନଙ୍କୁ ଆଘାତ କଲେ, ତେଣୁ ସେମାନେ ସେମାନଙ୍କ ସମ୍ମୁଖରୁ ପଳାଇଲେ; ପୁଣି ଇସ୍ରାଏଲୀୟମାନେ ମୋୟାବୀୟ-ମାନଙ୍କୁ ଆଘାତ କରି କରି ଦେଶ ଭିତରକୁ ଅଗ୍ରସର ହେଲେ। Viz kapitolaଓଡିଆ ବାଇବେଲ24 ତହୁଁ ସେମାନେ ଇସ୍ରାଏଲର ଛାଉଣିରେ ଉପସ୍ଥିତ ହୁଅନ୍ତେ, ଇସ୍ରାଏଲୀୟମାନେ ଉଠି ମୋୟାବୀୟମାନଙ୍କୁ ଆଘାତ କଲେ, ତେଣୁ ସେମାନେ ସେମାନଙ୍କ ସମ୍ମୁଖରୁ ପଳାଇଲେ; ପୁଣି ଇସ୍ରାଏଲୀୟମାନେ ମୋୟାବୀୟମାନଙ୍କୁ ଆଘାତ କରି କରି ଦେଶ ଭିତରକୁ ଅଗ୍ରସର ହେଲେ। Viz kapitolaପବିତ୍ର ବାଇବଲ24 ଯେତେବେଳେ ମୋୟାବୀୟମାନେ ଇସ୍ରାଏଲୀୟମାନଙ୍କ ଶିବିରରେ ପହଞ୍ଚିଲେ, ଇସ୍ରାଏଲୀୟମାନେ ସେମାନଙ୍କୁ ଆକ୍ରମଣ କଲେ। ସେମାନେ ଯୁଦ୍ଧ ଭୂମିରୁ ପଳାୟନ କଲେ। ଇସ୍ରାଏଲୀୟ ଲୋକମାନେ ସେମାନଙ୍କୁ ଘଉଡ଼ାଇ ଦେଇ ମୋୟାବ ଭିତକୁ ପ୍ରବେଶ କଲେ। Viz kapitola |