2 ରାଜାବଳୀ 3:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ସେମାନେ ନଗରସବୁ ଭାଙ୍ଗି ପକାଇଲେ ଓ ପ୍ରତି ଜଣ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତର ପକାଇ ତାହା ପୂର୍ଣ୍ଣ କଲେ ଓ ସେମାନେ ଜଳ-ନିର୍ଝରସକଳ ବନ୍ଦ କରିଦେଲେ ଓ ଉତ୍ତମ ବୃକ୍ଷସବୁ କାଟି ପକାଇଲେ; ଶେଷରେ ସେମାନେ କେବଳ କୀର୍-ହେର୍ସତରେ ତହିଁର ପ୍ରସ୍ତରସବୁ ଛାଡ଼ିଲେ; ତଥାପି ଛାଟିଣୀଧାରୀମାନେ ତହିଁ ଚତୁର୍ଦ୍ଦିଗକୁ ଯାଇ ତାହା ଆଘାତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ ସେମାନେ ନଗରସବୁ ଭାଙ୍ଗି ପକାଇଲେ ଓ ପ୍ରତି ଜଣ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ତରେ ପ୍ରସ୍ତର ପକାଇ ତାହା ପୂର୍ଣ୍ଣ କଲେ ଓ ସେମାନେ ଜଳ-ନିର୍ଝରସକଳ ବୁଜି ପକାଇଲେ ଓ ଉତ୍ତମ ବୃକ୍ଷସବୁ କାଟି ପକାଇଲେ; ଶେଷରେ ସେମାନେ କେବଳ କୀର୍-ହେର୍ସତରେ ତହିଁର ପ୍ରସ୍ତରସବୁ ଛାଡ଼ିଲେ; ତଥାପି ଛାଟିଣିଧାରୀମାନେ ତହିଁ ଚତୁର୍ଦ୍ଦିଗକୁ ଯାଇ ତାହା ଆଘାତ କଲେ। Viz kapitolaଓଡିଆ ବାଇବେଲ25 ଆଉ ସେମାନେ ନଗରସବୁ ଭାଙ୍ଗି ପକାଇଲେ ଓ ପ୍ରତି ଜଣ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତର ପକାଇ ତାହା ପୂର୍ଣ୍ଣ କଲେ ଓ ସେମାନେ ଜଳ-ନିର୍ଝରସକଳ ବନ୍ଦ କରିଦେଲେ ଓ ଉତ୍ତମ ବୃକ୍ଷସବୁ କାଟି ପକାଇଲେ; ଶେଷରେ ସେମାନେ କେବଳ କୀର୍-ହେର୍ସତରେ ତହିଁର ପ୍ରସ୍ତରସବୁ ଛାଡ଼ିଲେ; ତଥାପି ଛାଟିଣିଧାରୀମାନେ ତହିଁ ଚତୁର୍ଦ୍ଦିଗକୁ ଯାଇ ତାହା ଆଘାତ କଲେ। Viz kapitolaପବିତ୍ର ବାଇବଲ25 ଇସ୍ରାଏଲର ସେନା ନଗରଟିକୁ ଧ୍ୱଂସ କରିଦେଲେ। ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତରଦ୍ୱାରା ପୂର୍ଣ୍ଣ କଲେ। ସେମାନେ ଜଳ ନିର୍ଝରଗୁଡ଼ିକୁ ବନ୍ଦ କରି ଦେଲେ। ଉତ୍ତମ ବୃକ୍ଷଗୁଡ଼ିକୁ କାଟି ପକାଇଲେ, ଇସ୍ରାଏଲୀୟମାନେ କୀର୍ହେରସତ୍ର ସମସ୍ତ ପଥରେ ଯୁଦ୍ଧ କଲେ। ସେମାନେ ଏହାର ଚତୁର୍ଦ୍ଦିଗରେ ଘେରିଗଲେ ଓ ଏହା ଉପରେ ମଧ୍ୟ ଆକ୍ରମଣ କଲେ। Viz kapitola |