2 ରାଜାବଳୀ 3:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହୁଁ ସେ ଆପଣା ଉତ୍ତରାଧିକାରୀ ଜ୍ୟେଷ୍ଠ ପୁତ୍ରକୁ ନେଇ ପ୍ରାଚୀର ଉପରେ ହୋମବଳି ରୂପେ ତାହାକୁ ଉତ୍ସର୍ଗ କଲା। ତହିଁରେ ଇସ୍ରାଏଲ ବିରୁଦ୍ଧରେ ମହାକୋପ ଉପସ୍ଥିତ ହେଲା; ଏଥିଉତ୍ତାରେ ସେମାନେ ତାହା ନିକଟକୁ ପ୍ରସ୍ଥାନ କରି ସେମାନଙ୍କ ନିଜ ଦେଶକୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ତହୁଁ ସେ ଆପଣା ଉତ୍ତରାଧିକାରୀ ଜ୍ୟେଷ୍ଠ ପୁତ୍ରକୁ ନେଇ ପ୍ରାଚୀର ଉପରେ ହୋମବଳି ରୂପେ ତାହାକୁ ଉତ୍ସର୍ଗ କଲା। ତହିଁରେ ଇସ୍ରାଏଲ ବିରୁଦ୍ଧରେ ମହାକୋପ ଉପସ୍ଥିତ ହେଲା; ଏଉତ୍ତାରେ ସେମାନେ ତାହା ନିକଟକୁ ପ୍ରସ୍ଥାନ କରି ସେମାନଙ୍କ ନିଜ ଦେଶକୁ ଫେରିଗଲେ। Viz kapitolaଓଡିଆ ବାଇବେଲ27 ତହୁଁ ସେ ଆପଣା ଉତ୍ତରାଧିକାରୀ ଜ୍ୟେଷ୍ଠ ପୁତ୍ରକୁ ନେଇ ପ୍ରାଚୀର ଉପରେ ହୋମବଳି ରୂପେ ତାହାକୁ ଉତ୍ସର୍ଗ କଲା। ତହିଁରେ ଇସ୍ରାଏଲ ବିରୁଦ୍ଧରେ ମହାକୋପ ଉପସ୍ଥିତ ହେଲା; ଏଥିଉତ୍ତାରେ ସେମାନେ ତାହା ନିକଟକୁ ପ୍ରସ୍ଥାନ କରି ସେମାନଙ୍କ ନିଜ ଦେଶକୁ ଫେରିଗଲେ। Viz kapitolaପବିତ୍ର ବାଇବଲ27 ତହୁଁ ସେ ଆପଣାର ଉତ୍ତରାଧିକାରୀ ଜ୍ୟେଷ୍ଠପୁତ୍ରଙ୍କୁ ନେଇ ପ୍ରାଚୀର ଉପରେ ହୋମବଳି ରୂପେ ଉତ୍ସର୍ଗ କଲେ, ଯିଏ କି ପରବର୍ତ୍ତୀ ରାଜା ହୋଇଥା’ନ୍ତେ। ତାଙ୍କୁ ନେଇ ପ୍ରାଚୀର ଉପରେ ହୋମବଳି ରୂପେ ଉତ୍ସର୍ଗ କଲେ। ଏଥିରେ ଇସ୍ରାଏଲ ଲୋକମାନଙ୍କର ବିପର୍ଯ୍ୟୟ ବଢ଼ିଲା। ତେଣୁ ଇସ୍ରାଏଲୀୟମାନେ ମୋୟାବ ପରିତ୍ୟାଗ କରି ନିଜ ଦେଶକୁ ପ୍ରସ୍ଥାନ କଲେ। Viz kapitola |