2 ରାଜାବଳୀ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ସମୟରେ ଯିହୋରାମ୍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ସମୟରେ ଯିହୋରାମ୍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ। Viz kapitolaଓଡିଆ ବାଇବେଲ6 ସେହି ସମୟରେ ଯିହୋରାମ୍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ। Viz kapitolaପବିତ୍ର ବାଇବଲ6 ସେତେବେଳେ ରାଜା ଯିହୋରାମ୍ ଶମରିୟାରୁ ଯାଇ ଇସ୍ରାଏଲର ସମସ୍ତ ଲୋକଙ୍କୁ ଏକତ୍ର କଲେ। Viz kapitola |