2 ରାଜାବଳୀ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଭବିଷ୍ୟଦ୍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଭବିଷ୍ୟଦ୍ବକ୍ତାମାନଙ୍କ ପୁତ୍ରଗଣର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ସ୍ତ୍ରୀ ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, ଆପଣଙ୍କ ଦାସ ମୋʼ ସ୍ଵାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି। Viz kapitolaଓଡିଆ ବାଇବେଲ1 ଭବିଷ୍ୟଦ୍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋ’ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।” Viz kapitolaପବିତ୍ର ବାଇବଲ1 ଭବିଷ୍ୟଦ୍ବକ୍ତାଗଣଙ୍କ ଦଳର ମଧ୍ୟରୁ ଜଣକର ଭାର୍ଯ୍ୟା ଇଲୀଶାୟଙ୍କ ସମ୍ମୁଖରେ ଆସି କ୍ରନ୍ଦନ କରି କହିଲା, “ଆପଣଙ୍କର ଦାସ ଯିଏ ମୋର ସ୍ୱାମୀ ଥିଲେ, ସେ ମରିଅଛନ୍ତି। ଆପଣ ଜାଣନ୍ତି ସେ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ମାତ୍ର ସେ ଏକ ମନୁଷ୍ୟଠାରୁ ଟଙ୍କା କରଜ କରିଥିଲେ ଓ ସେହି ମହାଜନ ମୋର ଦୁଇପୁତ୍ରଙ୍କୁ ଦାସ କରିନେବାକୁ ଆସିଅଛି।” Viz kapitola |