2 ରାଜାବଳୀ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୋ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହୁଁ ଇଲୀଶାୟ କହିଲେ, ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ। ଏଥିରେ ସେ ସ୍ତ୍ରୀ କହିଲା, ନା, ହେ ମୋର ପ୍ରଭୋ, ହେ ପରମେଶ୍ଵରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ। Viz kapitolaଓଡିଆ ବାଇବେଲ16 ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୁ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।” Viz kapitolaପବିତ୍ର ବାଇବଲ16 ଇଲୀଶାୟ ସେହି ସ୍ତ୍ରୀଲୋକକୁ କହିଲେ, “ଏହି ସମୟରେ ପରବର୍ତ୍ତୀ ବସନ୍ତ ଋତୁ ହେଲାବେଳକୁ ତୁମ୍ଭେ ଏକ ପୁତ୍ର ସନ୍ତାନ କୋଳ କରିବ।” ସ୍ତ୍ରୀଲୋକଟି ଉତ୍ତର କଲା, “ନା, ମହାଶୟ, ହେ ମୋର ପରମେଶ୍ୱରଙ୍କର ଲୋକ, ମୋତେ ମିଥ୍ୟା କୁହନ୍ତୁ ନାହିଁ, ମୁଁ ଆପଣଙ୍କର ଦାସୀ।” Viz kapitola |