2 ରାଜାବଳୀ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା କତିକି ଗଲା। Viz kapitolaଓଡିଆ ବାଇବେଲ18 ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା। Viz kapitolaପବିତ୍ର ବାଇବଲ18 ପିଲାଟି ବଢ଼ିବାକୁ ଲାଗିଲା। ଦିନେ ସେ କ୍ଷେତକୁ ଯାଇ ଲୋକମାନେ ଓ ତା'ର ପିତା ଶସ୍ୟ କାଟୁଥିବା ବେଳେ ତାଙ୍କ ନିକଟକୁ ଗଲା। Viz kapitola |