2 ରାଜାବଳୀ 4:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋʼ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି ସେ ଆପଣା ସ୍ଵାମୀକି ଡାକି କହିଲା, ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭରୁ ଗୋଟିଏ ମୋʼ କତିକି ପଠାଇଦିଅ, ମୁଁ ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି। Viz kapitolaଓଡିଆ ବାଇବେଲ22 ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋ’ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।” Viz kapitolaପବିତ୍ର ବାଇବଲ22 ସେ ସ୍ତ୍ରୀଲୋକଟି ତା'ର ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗୋଟିଏ ଗର୍ଦ୍ଦଭକୁ ମୋ’ ନିକଟକୁ ପଠାନ୍ତୁ। ହେଲେ ମୁଁ ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଶୀଘ୍ର ଆଣି ଫେରି ଆସିବି।” Viz kapitola |