Online Bible

- Reklamy -




2 ରାଜାବଳୀ 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତହୁଁ ସେ ଗର୍ଦ୍ଦଭ ସଜାଇ ଆପଣା ଦାସକୁ କହିଲା, ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଳାଇବାରେ ଢିଲା ନ କର।

Viz kapitola kopírovat

ଓଡିଆ ବାଇବେଲ

24 ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋ’ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

24 ତା'ପରେ ସେ ଗର୍ଦ୍ଦଭ ସଜାଇ ତାଙ୍କର ସେବକକୁ କହିଲେ, “ଦ୍ରୁତଗତିରେ ଗର୍ଦ୍ଦଭକୁ ଚଲାଅ ଓ ମୋର ଆଦେଶ ନ ପାଇବା ପର୍ଯ୍ୟନ୍ତ ଗତି ଧୀର କର ନାହିଁ।”

Viz kapitola kopírovat




2 ରାଜାବଳୀ 4:24

Následuj nás:

Reklamy


Reklamy