2 ରାଜାବଳୀ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା। ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ; Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ଵରଙ୍କ ଲୋକଙ୍କ ନିକଟରେ ପହୁଞ୍ଚିଲା। ତହିଁରେ ପରମେଶ୍ଵରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକି କହିଲେ, ଦେଖ, ହେଇଟି ଶୁନେମୀୟା; Viz kapitolaଓଡିଆ ବାଇବେଲ25 ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା। ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ; Viz kapitolaପବିତ୍ର ବାଇବଲ25 ଏହିରୂପେ ସେ କର୍ମିଲ ପର୍ବତରେ ପହଞ୍ଚି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଦେଖିଲେ। ଇଲୀଶାୟ ମଧ୍ୟ ଦୂରରୁ ତାଙ୍କୁ ଆସୁଥିବାର ଦେଖି ନିଜର ଦାସ ଗିହେଜୀକି କହିଲେ, “ଦେଖ, ଏହି ଶୁନେମୀୟା ସ୍ତ୍ରୀ ଏଠାକୁ ଆସୁଛି। Viz kapitola |