2 ରାଜାବଳୀ 4:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋʼ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।” Viz kapitolaପବିତ୍ର ବାଇବଲ (Re-edited) - (BSI)29 ତହୁଁ ଇଲୀଶାୟ ଗିହେଜୀକି କହିଲେ, ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ତୁମ୍ଭେ କୌଣସି ଲୋକକୁ ଭେଟିଲେ, ତାହାକୁ ନମସ୍କାର ନ କର; ଆଉ କେହି ତୁମ୍ଭକୁ ନମସ୍କାର କଲେ, ତାହାକୁ ଫେରି ଉତ୍ତର ନ ଦିଅ; ପୁଣି ମୋʼ ଯଷ୍ଟି ସେହି ବାଳକର ମୁଖ ଉପରେ ରଖିଦିଅ। Viz kapitolaଓଡିଆ ବାଇବେଲ29 ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋ’ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।” Viz kapitolaପବିତ୍ର ବାଇବଲ29 ଏହା ପରେ ଇଲୀଶାୟ ଗିହେଜୀକୁ କହିଲେ, “ଯିବାକୁ ପ୍ରସ୍ତୁତ ହୁଅ। ମୋର ଯଷ୍ଟିଟିକୁ ସଙ୍ଗରେ ନିଅ। ଗଲାବେଳେ କୌଣସି ସ୍ଥାନରେ ଟିକିଏ ହେଲେ ଅଟକିବ ନାହିଁ। ଏପରିକି କାହାରିକୁ ଦେଖିଲେ ନମସ୍କାର କର ନାହିଁ ଓ କେହି ନମସ୍କାର କଲେ ତାକୁ ଉତ୍ତର ଦିଅ ନାହିଁ। ମୋର ଯଷ୍ଟି ନେଇ ସେହି ବାଳକର ମୁଖ ଉପରେ ରଖି ଦିଅ।” Viz kapitola |