2 ରାଜାବଳୀ 4:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏଥିରେ ବାଳକର ମାତା କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ । ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ। Viz kapitolaଓଡିଆ ବାଇବେଲ30 ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ। Viz kapitolaପବିତ୍ର ବାଇବଲ30 ଏଥିରେ ବାଳକର ମା କହିଲା, “ମୁଁ ଶପଥ କରୁଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ଇଲୀଶାୟ ଉଠି ତାଙ୍କ ପଛେ ପଛେ ଗ୍ଭଲିଲେ। Viz kapitola |