2 ରାଜାବଳୀ 4:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରିଆସି ତାଙ୍କୁ ଜଣାଇ କହିଲା, “ବାଳକ ଜାଗି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏଥି ମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ଭେଟିବା ପାଇଁ ଫେରି ଆସି ତାଙ୍କୁ ଜଣାଇ କହିଲା, ବାଳକ ଜାଗି ନାହିଁ। Viz kapitolaଓଡିଆ ବାଇବେଲ31 ଏଥି ମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରି ଆସି ତାଙ୍କୁ ଜଣାଇ କହିଲା, “ବାଳକ ଜାଗି ନାହିଁ।” Viz kapitolaପବିତ୍ର ବାଇବଲ31 ଇଲୀଶାୟ ଓ ଶୁନେମୀୟା ପହଞ୍ଚିବା ପୂର୍ବରୁ ଗିହେଜୀ ସ୍ତ୍ରୀଲୋକଟିର ଘରେ ପହଞ୍ଚିଲା। ସେ ଆଶାବାଡ଼ିକୁ ବାଳକର ମୁଖ ଉପରେ ରଖିଲା। ମାତ୍ର ପିଲାଟିର କୌଣସି ରବ କି ଶବ୍ଦ ହେଲା ନାହିଁ। ତା'ପରେ ଗିହେଜୀ ଫେରି ଆସି ଇଲୀଶାୟଙ୍କୁ ଭେଟି ଜଣାଇଲା, “ବାଳକଟି ଉଠିଲା ନାହିଁ।” Viz kapitola |