2 ରାଜାବଳୀ 4:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେ ତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ଵମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା। Viz kapitolaଓଡିଆ ବାଇବେଲ35 ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେ ତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା। Viz kapitolaପବିତ୍ର ବାଇବଲ35 ତା'ପରେ ଇଲୀଶାୟ ଉଠିପଡ଼ି ଗୃହ ମଧ୍ୟରେ ଏଣେ ତେଣେ ବିଚରଣ କଲେ। ସେ ପୁଣି ବାଳକଟି ଉପରେ ଶୋଇ ପଡ଼ିଲେ। ଏଥିରେ ବାଳକଟି ସାତଥର ଛିଙ୍କିଲା ଓ ଚକ୍ଷୁ ଖୋଲିଲା। Viz kapitola |