Online Bible

- Reklamy -




2 ରାଜାବଳୀ 4:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଏଥିରେ ସେ ଗିହେଜୀକୁ ଡାକି କହିଲେ, “ସେହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ ନିକଟକୁ ଆସନ୍ତେ, ସେ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ଏଥିରେ ସେ ଗିହେଜୀକି ଡାକି କହିଲେ, ସେହି ଶୁନେମୀୟାକୁ ଡାକ। ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ କତିକି ଆସନ୍ତେ, ସେ କହିଲେ, ତୁମ୍ଭ ପୁତ୍ରକୁ ନିଅ।

Viz kapitola kopírovat

ଓଡିଆ ବାଇବେଲ

36 ଏଥିରେ ସେ ଗିହେଜୀକୁ ଡାକି କହିଲେ, “ସେହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ ନିକଟକୁ ଆସନ୍ତେ, ସେ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”

Viz kapitola kopírovat

ପବିତ୍ର ବାଇବଲ

36 ଇଲୀଶାୟ ତାଙ୍କର ଦାସ ଗିହେଜୀକୁ ଡାକି କହିଲେ, “ଶୁନେମୀୟାକୁ ଡାକ।” ଗିହେଜୀ ଶୁନେମୀୟାକୁ ଡାକିବାରୁ ସେ ଇଲୀଶାୟ ନିକଟକୁ ଆସିଲେ। ତହୁଁ ଇଲୀଶାୟ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”

Viz kapitola kopírovat




2 ରାଜାବଳୀ 4:36

Následuj nás:

Reklamy


Reklamy