Online Bible

- Reklamy -




2 ରାଜାବଳୀ 4:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ତହୁଁ ଜଣେ ଶାକ ସଂଗ୍ରହ କରିବା ପାଇଁ କ୍ଷେତ୍ରକୁ ଯାଇ ବନ୍ୟ ଲତା ପାଇ ତହିଁର ଫଳରେ ଅଣ୍ଟି ପୂର୍ଣ୍ଣ କରି ଆସି ତାହା ଖଣ୍ଡ ଖଣ୍ଡ କାଟି ଖାଦ୍ୟ-ହଣ୍ଡାରେ ପକାଇଲା; କାରଣ ସେମାନେ ତାହା ଚିହ୍ନିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ତହୁଁ ଜଣେ ଶାକ ସଂଗ୍ରହ କରିବା ପାଇଁ କ୍ଷେତ୍ରକୁ ଯାଇ ବନ୍ୟ ଲତା ପାଇ ତହିଁର ଫଳରେ ଅଣ୍ଟି ପୂର୍ଣ୍ଣ କରି ଆସି ତାହା ଖଣ୍ତ ଖଣ୍ତ କାଟି ବ୍ୟଞ୍ଜନ-ହଣ୍ତାରେ ପକାଇଲା; କାରଣ ସେମାନେ ତାହା ଚିହ୍ନିଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

39 ତହୁଁ ଜଣେ ଶାକ ସଂଗ୍ରହ କରିବା ପାଇଁ କ୍ଷେତ୍ରକୁ ଯାଇ ବନ୍ୟ ଲତା ପାଇ ତହିଁର ଫଳରେ ଅଣ୍ଟି ପୂର୍ଣ୍ଣ କରି ଆସି ତାହା ଖଣ୍ଡ ଖଣ୍ଡ କାଟି ଖାଦ୍ୟ-ହଣ୍ଡାରେ ପକାଇଲା; କାରଣ ସେମାନେ ତାହା ଚିହ୍ନିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

39 ତହୁଁ ଜଣେ ଲୋକ ଶାକ ସଂଗ୍ରହ କରିବାକୁ କ୍ଷେତକୁ ଗଲା। ମାତ୍ର ସେ ଏକ ବନ୍ୟଲତା ପାଇ ତାହାର ଫଳରେ ଅଣ୍ଟି ପୂର୍ଣ୍ଣ କଲା। ସେହି ଫଳକୁ ଆଣି କାଟି ପାତ୍ରରେ ଭରିଲା। କିନ୍ତୁ ସେମାନେ କି ଫଳ ବୋଲି ଜାଣି ପାରିଲେ ନାହିଁ।

Viz kapitola kopírovat




2 ରାଜାବଳୀ 4:39

Následuj nás:

Reklamy


Reklamy