Online Bible

- Reklamy -




2 ରାଜାବଳୀ 4:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତହୁଁ ତାଙ୍କ ଦାସ କହିଲା, “କʼଣ, ଶହେ ଲୋକଙ୍କ ଆଗରେ ଏହା ରଖିବି?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ତହୁଁ ତାଙ୍କ ଦାସ କହିଲା, କʼଣ, ଶହେ ଲୋକଙ୍କ ଆଗରେ ଏହା ରଖିବି? ମାତ୍ର ସେ କହିଲେ, ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ସେମାନେ ଭୋଜନ କରିବେ ଓ ତହିଁରୁ ଉଚ୍ଛିଷ୍ଟ ରଖିବେ।

Viz kapitola kopírovat

ଓଡିଆ ବାଇବେଲ

43 ତହୁଁ ତାଙ୍କ ଦାସ କହିଲା, “କ’ଣ, ଶହେ ଲୋକଙ୍କ ଆଗରେ ଏହା ରଖିବି ?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”

Viz kapitola kopírovat

ପବିତ୍ର ବାଇବଲ

43 ତହୁଁ ଇଲୀଶାୟଙ୍କ ସେବକ କହିଲା, “ଏଠାରେ ତ 100 ଲୋକ ଅଛନ୍ତି। ଏତିକି ରୋଟୀ କିପରି ଏତେ ଲୋକଙ୍କୁ ଦେବି?” ମାତ୍ର ଇଲୀଶାୟ କହିଲେ, “ଏହି ଖାଦ୍ୟ ସେମାନଙ୍କୁ ଦିଅ। କାରଣ ସଦାପ୍ରଭୁ କହନ୍ତି, ‘ସେମାନେ ଭୋଜନ କରିବେ, ତଥାପି ଖାଦ୍ୟ ବଳିବ।’”

Viz kapitola kopírovat




2 ରାଜାବଳୀ 4:43

Následuj nás:

Reklamy


Reklamy