2 ରାଜାବଳୀ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ଵାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ। Viz kapitolaଓଡିଆ ବାଇବେଲ1 ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ। Viz kapitolaପବିତ୍ର ବାଇବଲ1 ଅରାମୀୟ ରାଜାଙ୍କର ନାମାନ୍ ନାମରେ ଜଣେ ସେନାପତି ଥିଲେ। ସେ ତା'ର ମୁନିବ ପ୍ରତି ମହତ୍ତ୍ୱପୂର୍ଣ୍ଣ ଥିଲେ। କାରଣ ସଦାପ୍ରଭୁ ତାଙ୍କରି ସାହାଯ୍ୟରେ ଅରାମୀୟମାନଙ୍କୁ ବିଜୟ ପ୍ରଦାନ କରିଥିଲେ। ଯଦିଓ ନାମାନ୍ ଅତି ମହାନ ଓ ପରାକ୍ରମଶାଳୀ ଥିଲେ, ସେ ଗୋଟିଏ ବଡ଼ ଚର୍ମ ରୋଗରେ ଆକ୍ରାନ୍ତ ଥିଲେ। Viz kapitola |