Online Bible

- Reklamy -




2 ରାଜାବଳୀ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିରେ ତାହାର ଦାସମାନେ ନାମାନ୍‍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍‍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏଥିରେ ତାହାର ଦାସମାନେ ନିକଟକୁ ଆସି ତାହାକୁ କହିଲେ, ଆମ୍ଭ ପିତଃ, ଯେବେ ସେ ଭବିଷ୍ୟଦ୍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାʼନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ?

Viz kapitola kopírovat

ଓଡିଆ ବାଇବେଲ

13 ଏଥିରେ ତାହାର ଦାସମାନେ ନାମାନ୍‍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍‍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାଆନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”

Viz kapitola kopírovat

ପବିତ୍ର ବାଇବଲ

13 କିନ୍ତୁ ନାମା‌ନ୍‌ର ଦାସମାନେ ତାଙ୍କ ନିକଟକୁ ଆସି କହିଲେ, “ହେ ପିତା, ଯଦି ଭବିଷ୍ୟ‌ଦ୍‌ବକ୍ତା କିଛି ବଡ଼ କରିବାକୁ ତୁମ୍ଭକୁ କହିଲେ, ତୁମ୍ଭେ କ’ଣ ତାହା କରି ନ ଥା’ନ୍ତ? ତେଣୁ ଦୟାକରି ତାଙ୍କ କଥାମାନ ଯଦିଓ ସେ ତୁମ୍ଭକୁ ଏକ ସହଜ ଜିନିଷ କରିବାକୁ କହୁଛି। ତାଙ୍କର ଉପଦେଶ ଅନୁସାରେ ‘ସ୍ନାନ କର ଏବଂ ଶୁଚି ହୁଅ।’”

Viz kapitola kopírovat




2 ରାଜାବଳୀ 5:13

Následuj nás:

Reklamy


Reklamy