Online Bible

- Reklamy -




2 ରାଜାବଳୀ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋʼ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋʼ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋନ୍‍ ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋʼ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋʼ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

18 ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋ’ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋ’ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋନ୍‍ ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ

18 ଏହା ପାଇଁ ସଦାପ୍ରଭୁ ମୋତେ କ୍ଷମା କରି ପାରନ୍ତି: ମୋର ପ୍ରଭୁ ରିମ୍ମୋଣ ମନ୍ଦିରରେ ପୂଜା କରିବା ପାଇଁ ଯିବା ବେଳେ ମୋ’ ଉପରେ ନତ ହେବେ, ତେଣୁ ମୁଁ ମଧ୍ୟ ରିମ୍ମୋଣ ମନ୍ଦିରରେ ପ୍ରଣାମ କରିବି, ଯେତେବେଳେ ସେ ପ୍ରଣାମ କରନ୍ତି। ସଦାପ୍ରଭୁ ମୋତେ କ୍ଷମା କରି ପାରନ୍ତି ଯେତେବେଳେ ଏହା ଘଟେ।”

Viz kapitola kopírovat




2 ରାଜାବଳୀ 5:18

Následuj nás:

Reklamy


Reklamy