2 ରାଜାବଳୀ 5:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହିଁରେ ଇଲୀଶାୟ ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ନାମାନ୍ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହିଁରେ ଇଲୀଶାୟ ତାହାକୁ କହିଲେ, କୁଶଳରେ ଯାଅ। ତହୁଁ ସେ ତାଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା। Viz kapitolaଓଡିଆ ବାଇବେଲ19 ତହିଁରେ ଇଲୀଶାୟ ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ନାମାନ୍ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା। Viz kapitolaପବିତ୍ର ବାଇବଲ19 ତା'ପରେ ଇଲୀଶାୟ ନାମାନଙ୍କୁ କହିଲେ, “ଶାନ୍ତିରେ ଯାଅ।” ତେଣୁ ନାମାନ୍ ଇଲୀଶାୟଙ୍କୁ ଛାଡ଼ି ଅଳ୍ପଦୂର ଗଲେ। Viz kapitola |