2 ରାଜାବଳୀ 5:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ପରମେଶ୍ଵରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍ର ଆନୀତ କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି। Viz kapitolaଓଡିଆ ବାଇବେଲ20 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋ’ ପ୍ରଭୁ ଏହି ଅରାମୀୟ ନାମାନ୍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।” Viz kapitolaପବିତ୍ର ବାଇବଲ20 କିନ୍ତୁ ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କ ଦାସ ଗିହେଜୀ କହିଲା, “ଦେଖ, ମୋର ପ୍ରଭୁ ଇଲୀଶାୟ ଏହି ଅରାମୀୟ ନାମାନ୍ଠାରୁ କୌଣସି ଉପହାର ଗ୍ରହଣ କଲେ ନାହିଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଶପଥ କରୁଛି, ଏହା ପଛେ ପଛେ ଯାଇ ତାହାଠାରୁ କିଛି ନେବି।” Viz kapitola |