Online Bible

- Reklamy -




2 ରାଜାବଳୀ 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହୁଁ ଗିହେଜୀ ନାମାନ୍‍ର ପଛେ ପଛେ ଗଲା। ଏଥିରେ ନାମାନ୍‍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତହୁଁ ଗିହେଜୀ ନାମାନ୍ର ପଛେ ପଛେ ଗଲା। ଏଥିରେ ନାମାନ୍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ଭେଟିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, ସବୁ କୁଶଳ ତ?

Viz kapitola kopírovat

ଓଡିଆ ବାଇବେଲ

21 ତହୁଁ ଗିହେଜୀ ନାମାନ୍‍ର ପଛେ ପଛେ ଗଲା। ଏଥିରେ ନାମାନ୍‍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ ?”

Viz kapitola kopírovat

ପବିତ୍ର ବାଇବଲ

21 ତେଣୁ ଗିହେଜୀ ନାମାନଙ୍କୁ ଅନୁସରଣ କଲା। ନାମାନ୍ ଦେଖିଲେ କେହି ଜଣେ ତାଙ୍କର ପଛରେ ଦୌଡ଼ୁଛି। ତେଣୁ ସେ ରଥରୁ ଓହ୍ଲାଇ ତାଙ୍କୁ ଅଭିନନ୍ଦନ କଲେ ଓ ପଗ୍ଭରିଲେ, “ସମସ୍ତ କୁଶଳତ?”

Viz kapitola kopírovat




2 ରାଜାବଳୀ 5:21

Následuj nás:

Reklamy


Reklamy