Online Bible

- Reklamy -




2 ରାଜାବଳୀ 5:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ? ତହୁଁ ସେ କହିଲା, ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

25 ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

25 ଏହା ପରେ ସେ ଭିତରକୁ ଯାଇ ଆପଣା ମହାଶୟ ସମ୍ମୁଖରେ ଛିଡ଼ା ହେଲା। ତହୁଁ ଇଲୀଶାୟ ଗିହେଜୀକୁ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ଗିହେଜୀ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”

Viz kapitola kopírovat




2 ରାଜାବଳୀ 5:25

Následuj nás:

Reklamy


Reklamy