2 ରାଜାବଳୀ 5:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହେତୁ ନାମାନ୍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏହେତୁ ନାମାନ୍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ। ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ଵେତକୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରି ଗଲା। Viz kapitolaଓଡିଆ ବାଇବେଲ27 ଏହେତୁ ନାମାନ୍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରି ଗଲା। Viz kapitolaପବିତ୍ର ବାଇବଲ27 ଏଣୁ ନାମାନ୍ର ଚର୍ମ ରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶଠାରେ ଚିରକାଳ ପର୍ଯ୍ୟନ୍ତ ଲାଗି ରହିବ।” ତୁରନ୍ତ ଗିହେଜୀର ଶରୀର ବରଫ ଚର୍ମ ରୋଗ ସହିତ ଧବଳ ପାଲଟିଗଲା ଓ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା। Viz kapitola |