2 ରାଜାବଳୀ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏକ ସମୟରେ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏକ ସମୟରେ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନେ ଇଲୀଶାୟଙ୍କୁ କହିଲେ, ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ। Viz kapitolaଓଡିଆ ବାଇବେଲ1 ଏକ ସମୟରେ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ। Viz kapitolaପବିତ୍ର ବାଇବଲ1 ଅନନ୍ତର ଭବିଷ୍ୟଦ୍ବକ୍ତାଙ୍କ ସନ୍ତାନମାନେ ଇଲୀଶାୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଯେଉଁ ସ୍ଥାନରେ ବାସ କରୁଛୁ, ତାହା ଆମ୍ଭମାନଙ୍କ ପାଇଁ ଅତ୍ୟନ୍ତ ସଂକୀର୍ଣ୍ଣ। Viz kapitola |