Online Bible

- Reklamy -




2 ରାଜାବଳୀ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କʼଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଏଥିଲାଗି ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ-ରାଜାର ସପକ୍ଷ, ଏହା କʼଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ?

Viz kapitola kopírovat

ଓଡିଆ ବାଇବେଲ

11 ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କ’ଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

11 ଏଥିରେ ଅରାମର ରାଜା ଅତ୍ୟନ୍ତ ବ୍ୟସ୍ତ ହୋଇ ପଡ଼ିଲେ। ସେ ତାଙ୍କର ଉଚ୍ଚ କର୍ମଗ୍ଭରୀଙ୍କୁ ଡାକି କହିଲେ, “ତୁମ୍ଭେ ମୋତେ କୁହ ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ପାଇଁ ଗୋପନରେ ସନ୍ଧାନ କରୁଛି।”

Viz kapitola kopírovat




2 ରାଜାବଳୀ 6:11

Následuj nás:

Reklamy


Reklamy