Online Bible

- Reklamy -




2 ରାଜାବଳୀ 6:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର। ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ଵ ଓ ରଥରେ ପରିପୂର୍ଣ୍ଣ ଥିଲା।

Viz kapitola kopírovat

ଓଡିଆ ବାଇବେଲ

17 ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।

Viz kapitola kopírovat

ପବିତ୍ର ବାଇବଲ

17 ତା'ପରେ ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ମୁଁ ବିନୟ କରୁଛି, ମୋର ସେବକର ଆଖି ଖୋଲି ଦିଅ, ଯେପରି ସେ ଦେଖି ପାରିବ।” ସଦାପ୍ରଭୁ ସେହି ସେବକ ଯୁବକର ଆଖି ଖୋଲି ଦେଲେ ଓ ସେ ଦେଖିଲା ପର୍ବତଟି ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ହୋଇଥିଲା। ସେମାନେ ଇଲୀଶାୟକୁ ଘେରିଗଲେ।

Viz kapitola kopírovat




2 ରାଜାବଳୀ 6:17

Následuj nás:

Reklamy


Reklamy