2 ରାଜାବଳୀ 6:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହୁଁ ସେ ଉତ୍ତର ଦେଲେ, ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ଼୍ଗ ଓ ଆପଣା ଧନୁ ଦ୍ଵାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୋଟୀ ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଉନ୍ତୁ। Viz kapitolaଓଡିଆ ବାଇବେଲ22 ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କ’ଣ ଆଘାତ କରିବ ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।” Viz kapitolaପବିତ୍ର ବାଇବଲ22 ଇଲୀଶାୟ ଉତ୍ତର କଲେ, “ନା, ସେମାନଙ୍କୁ ବଧ କର ନାହିଁ। ତୁମ୍ଭର ଖଡ଼୍ଗ ଦ୍ୱାରା ବନ୍ଦୀ କରିଥିବା ଏହି ଲୋକମାନେ ତୁମ୍ଭର ବନ୍ଦୀ କି? ସେମାନଙ୍କ ସମ୍ମୁଖରେ ରୋଟୀ ଓ ଜଳ ରଖ। ସେମାନଙ୍କୁ ଭୋଜନ ଓ ପାନ କରାଇ ଆପଣା ପ୍ରଭୁ ନିକଟକୁ ପଠାଇ ଦିଅ।” Viz kapitola |