2 ରାଜାବଳୀ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହୁଁ ଜଣେ କହିଲା, ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ। ଏଥିରେ ସେ ଉତ୍ତର ଦେଲେ, ମୁଁ ଯିବି। Viz kapitolaଓଡିଆ ବାଇବେଲ3 ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।” Viz kapitolaପବିତ୍ର ବାଇବଲ3 ତନ୍ମଧ୍ୟରୁ ଜଣେ କହିଲା, “ବିନୟ କରୁଛି, ଆପଣ ଆମ୍ଭ ସହିତ ଆସନ୍ତୁ।” ଇଲୀଶାୟ କହିଲେ, “ଭଲ କଥା, ମୁଁ ତୁମ୍ଭମାନଙ୍କ ସହିତ ଯିବି।” Viz kapitola |