2 ରାଜାବଳୀ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ପରମେଶ୍ଵରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି। Viz kapitolaଓଡିଆ ବାଇବେଲ9 ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।” Viz kapitolaପବିତ୍ର ବାଇବଲ9 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟ ଇସ୍ରାଏଲ ରାଜାଙ୍କ ନିକଟକୁ ଏକ ବାର୍ତ୍ତା ପଠାଇ କହିଲେ, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ। କାରଣ ଅରାମୀୟମାନେ ସେ ସ୍ଥାନରେ ଗୋପନରେ ଅଛନ୍ତି।” Viz kapitola |