2 ରାଜାବଳୀ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକାଗଲା। Viz kapitolaଓଡିଆ ବାଇବେଲ16 ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା। Viz kapitolaପବିତ୍ର ବାଇବଲ16 ତା'ପରେ ଲୋକମାନେ ନଗର ବାହାରକୁ ଗଲେ ଓ ଅରାମୀୟମାନଙ୍କ ଛାଉଣିରେ ପଶି ସମସ୍ତ ଲୁଣ୍ଠନ କଲେ। ସେଥିରେ ପ୍ରଚୁର ସାମଗ୍ରୀମାନ ଥିଲା। ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ଝୁଡ଼ି ସରୁ ମଇଦା ଏକ ଶେକଲରେ ଓ ଦୁଇ ଝୁଡ଼ି ଯବ ଏକ ଶେକଲରେ ବିକ୍ରି କରାଗଲା। Viz kapitola |