Online Bible

- Reklamy -




2 ରାଜାବଳୀ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର-ଦ୍ୱାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର-ଦ୍ୱାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ୱରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର-ଦ୍ଵାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର-ଦ୍ଵାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ଵରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା।

Viz kapitola kopírovat

ଓଡିଆ ବାଇବେଲ

17 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର ଦ୍ୱାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର ଦ୍ୱାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ୱରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା।

Viz kapitola kopírovat

ପବିତ୍ର ବାଇବଲ

17 ରାଜା ତାଙ୍କ ଅତି ନିକଟ ସେନାପତିଙ୍କୁ ନଗରଦ୍ୱାର ରକ୍ଷା କରିବାକୁ ନିଯୁକ୍ତ କଲେ। ମାତ୍ର ଲୋକମାନେ ଖାଦ୍ୟ ଆଣିବାକୁ ଗଲାବେଳେ ସେମାନେ ସେନାପତିକଙ୍କ ଲୋକକୁ ଦଳି ଦେଲେ ତହିଁରେ ସେ ମରିଗଲା। ରାଜା ଯେତେବେଳେ ଇଲୀଶାୟ ଗୃହକୁ ଯାଇଥିଲେ ଇଲୀଶାୟ ଯାହା କହିଥିଲେ ତାହା ହିଁ ସବୁ ଘଟିଲା।

Viz kapitola kopírovat




2 ରାଜାବଳୀ 7:17

Následuj nás:

Reklamy


Reklamy