2 ରାଜାବଳୀ 7:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ସେହି ସେନାପତି ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏପରି କଥା ହୋଇ ପାରିବ।” ତହିଁରେ ଇଲୀଶାୟ କହିଥିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ ସେହି ସେନାପତି ପରମେଶ୍ଵରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ଵାର କରନ୍ତି, ତେବେ ହେଁ କʼଣ ଏପରି କଥା ହୋଇ ପାରିବ? ତହିଁରେ ସେ କହିଥିଲେ, ଦେଖ, ତୁମ୍ଭେ ସ୍ଵଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ। Viz kapitolaଓଡିଆ ବାଇବେଲ19 ଆଉ ସେହି ସେନାପତି ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏପରି କଥା ହୋଇ ପାରିବ।” ତହିଁରେ ଇଲୀଶାୟ କହିଥିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।” Viz kapitolaପବିତ୍ର ବାଇବଲ19 ମାତ୍ର ସେହି ସେନାପତି ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଥିଲା, “ଦେଖ, ଯଦି ସଦାପ୍ରଭୁ ସ୍ୱର୍ଗରେ ଦ୍ୱାର ଖୋଲନ୍ତି, ଏପରି ଘଟିବ ନାହିଁ?” ସେତେବେଳେ ଇଲୀଶାୟ ସେନାପତିକୁ ଉତ୍ତର ଦେଲେ, “ତୁମ୍ଭେ ନିଜେ ସ୍ୱଚକ୍ଷୁରେ ଏହା ଦେଖିବ, ମାତ୍ର ତୁମ୍ଭେ ସେଥିରୁ ଭୋଜନ କରିବ ନାହିଁ।” Viz kapitola |