2 ରାଜାବଳୀ 7:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ ଅରାମୀୟମାନଙ୍କ ସୈନ୍ୟଗଣ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ବୁ ଓ ଅଶ୍ୱ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏହେତୁ ସେମାନେ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ଵୁ ଓ ଅଶ୍ଵ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ। Viz kapitolaଓଡିଆ ବାଇବେଲ7 ଏହେତୁ ଅରାମୀୟମାନଙ୍କ ସୈନ୍ୟଗଣ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ବୁ ଓ ଅଶ୍ୱ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ। Viz kapitolaପବିତ୍ର ବାଇବଲ7 ତେଣୁ ଅରାମୀୟ ସୈନ୍ୟମାନେ ଗୋଧୂଳି ସମୟରେ ଶିବିର ଛାଡ଼ି ପଳାୟନ କଲେ। ସେମାନେ ସେମାନଙ୍କର ତମ୍ବୁ, ଅଶ୍ୱ, ଗର୍ଦ୍ଦଭ ଆଦି ସମସ୍ତ ଜିନିଷ ଛାଡ଼ି ଜୀବନ ରକ୍ଷା କରିବାକୁ ପଳାୟନ କଲେ। Viz kapitola |