Online Bible

- Reklamy -




2 ରାଜାବଳୀ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ଭଲ କରୁ ନାହୁଁ; ଆଜି ସୁସମ୍ବାଦର ଦିନ, ମାତ୍ର ଆମ୍ଭେମାନେ ତୁନି ହୋଇ ରହୁଅଛୁ; ଯେବେ ଆମ୍ଭେମାନେ ପ୍ରଭାତ ଆଲୁଅ ପର୍ଯ୍ୟନ୍ତ ବିଳମ୍ବ କରୁ, ତେବେ ଆମ୍ଭମାନଙ୍କୁ ଦଣ୍ଡ ଘଟିବ; ଏହେତୁ ଏବେ ଆସ, ଆମ୍ଭେମାନେ ଯାଇ ରାଜଗୃହରେ ସମ୍ବାଦ ଦେଉ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତେବେ ସେମାନେ ପରସ୍ପର କହିଲେ, ଆମ୍ଭେମାନେ ଭଲ କରୁ ନାହୁଁ; ଆଜି ସୁସମ୍ଵାଦର ଦିନ, ମାତ୍ର ଆମ୍ଭେମାନେ ତୁନି ହୋଇ ରହୁଅଛୁ; ଯେବେ ଆମ୍ଭେମାନେ ପ୍ରଭାତ ଆଲୁଅ ପର୍ଯ୍ୟନ୍ତ ବିଳମ୍ଵ କରୁ, ତେବେ ଆମ୍ଭମାନଙ୍କୁ ଦଣ୍ତ ଘଟିବ; ଏହେତୁ ଏବେ ଆସ, ଆମ୍ଭେମାନେ ଯାଇ ରାଜଗୃହରେ ସମ୍ଵାଦ ଦେଉ।

Viz kapitola kopírovat

ଓଡିଆ ବାଇବେଲ

9 ତେବେ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ଭଲ କରୁନାହୁଁ; ଆଜି ସୁସମ୍ବାଦର ଦିନ, ମାତ୍ର ଆମ୍ଭେମାନେ ତୁନି ହୋଇ ରହୁଅଛୁ; ଯେବେ ଆମ୍ଭେମାନେ ପ୍ରଭାତ ଆଲୁଅ ପର୍ଯ୍ୟନ୍ତ ବିଳମ୍ବ କରୁ, ତେବେ ଆମ୍ଭମାନଙ୍କୁ ଦଣ୍ଡ ଘଟିବ; ଏହେତୁ ଏବେ ଆସ, ଆମ୍ଭେମାନେ ଯାଇ ରାଜଗୃହରେ ସମ୍ବାଦ ଦେଉ।”

Viz kapitola kopírovat

ପବିତ୍ର ବାଇବଲ

9 ତା'ପରେ ଏହି କୁଷ୍ଠୀମାନେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଆମ୍ଭେମାନେ ଭଲ କରୁ ନାହୁଁ, ଆଜି ସୁସମ୍ବାଦର ଦିନ, ମାତ୍ର ଆମ୍ଭେମାନେ ନୀରବ ରହୁଛୁ। ଯଦି ଆମ୍ଭେ ପ୍ରଭାତ ହେବା ପର୍ଯ୍ୟନ୍ତ ବିଳମ୍ବ କରିବା ତେବେ ଆମ୍ଭେମାନେ ଦଣ୍ତିତ ହେବା। ତେବେ ଆସ ଏ ସମ୍ବାଦ ରାଜଗୃହରେ ଦେବା।”

Viz kapitola kopírovat




2 ରାଜାବଳୀ 7:9

Následuj nás:

Reklamy


Reklamy